2 ଶାମୁୟେଲ 3:9 - ଓଡିଆ ବାଇବେଲ9 ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ, Ver Capítuloପବିତ୍ର ବାଇବଲ (Re-edited) - (BSI)9 ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ, Ver Capítuloପବିତ୍ର ବାଇବଲ9-10 ମୁଁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁଁ ବର୍ତ୍ତମାନ ନିଶ୍ଚିତ ହେଉଅଛି ଯେ, ପରମେଶ୍ୱର ଯାହା କହିଥିଲେ, ତାହା ଘଟିବାକୁ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରୁ ରାଜ ସିଂହାସନ ନେଇ ଦାଉଦଙ୍କୁ ଦେବେ। ସଦାପ୍ରଭୁ ଦାଉଦଙ୍କୁ ଯିହୁଦା ଏବଂ ଇସ୍ରାଏଲର ରାଜା କରିବେ। ସେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଶାସନ କରିବେ। ଏବଂ ମୁଁ ଭାବୁଛି, ସଦାପ୍ରଭୁ ମୋ’ ଉପରେ ଅନ୍ୟାୟ କରିବେ ଯଦି ମୁଁ ତାହା ନ କରେ।” Ver Capítulo |