2 ଶାମୁୟେଲ 4:10 - ଓଡିଆ ବାଇବେଲ10 ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ଦେଖନ୍ତୁ, ଶାଉଲ ମରିଅଛି, ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଳଗ୍ରେ ବଧ କଲି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି। Ver Capítuloପବିତ୍ର ବାଇବଲ10 କିନ୍ତୁ ଯେତେବେଳେ ଜଣେ ନିଜକୁ ଶୁଭବାର୍ତ୍ତା ଆଣିଛି ବୋଲି ମନେ କରି ମୋତେ କହିଲା, ‘ଦେଖନ୍ତୁ ଶାଉଲ ମରିଅଛି।’ ମୁଁ ତାକୁ ପୁରଷ୍କାର ଦେବା ପରିବର୍ତ୍ତେ ଯାହା ସେ ଆଶା କରିଥିଲା, ତାକୁ ଖଡ଼୍ଗ ଦ୍ୱାରା ସିକ୍ଳଗ୍ରେ ହତ୍ୟା କଲି। Ver Capítulo |