2 ଶାମୁୟେଲ 7:12 - ଓଡିଆ ବାଇବେଲ12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। Ver Capítuloପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। Ver Capítuloପବିତ୍ର ବାଇବଲ12 “‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା'ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି। Ver Capítulo |