2 ଶାମୁୟେଲ 7:27 - ଓଡିଆ ବାଇବେଲ27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା। Ver Capítuloପବିତ୍ର ବାଇବଲ (Re-edited) - (BSI)27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା। Ver Capítuloପବିତ୍ର ବାଇବଲ27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି। Ver Capítulo |