2 ଶାମୁୟେଲ 7:8 - ଓଡିଆ ବାଇବେଲ8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ; Ver Capítuloପବିତ୍ର ବାଇବଲ (Re-edited) - (BSI)8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ; Ver Capítuloପବିତ୍ର ବାଇବଲ8 “ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି। Ver Capítulo |