2 ଶାମୁୟେଲ 8:6 - ଓଡିଆ ବାଇବେଲ6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। Ver Capítuloପବିତ୍ର ବାଇବଲ6 ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ। Ver Capítulo |