୨ ଥେସଲନୀକୀୟ 1:11 - ଓଡିଆ ବାଇବେଲ11 ଏଣୁ ଆମ୍ଭମାନଙ୍କ ଈଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; Ver Capítuloପବିତ୍ର ବାଇବଲ (Re-edited) - (BSI)11 ଏଣୁ ଆମ୍ଭମାନଙ୍କ ଈଶ୍ଵର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ଵାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ସତ୍କାମନା ଓ ବିଶ୍ଵାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; Ver Capítuloପବିତ୍ର ବାଇବଲ (CL) NT (BSI)11 ସେଥିପାଇଁ ଆମେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କୁ ଯେଉଁ ଜୀବନ ଯାପନ କରିବା ନିମନ୍ତେ ଈଶ୍ୱର ଆହ୍ୱାନ କରିଛନ୍ତି, ତାହା କରିବା ପାଇଁ ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ। ତାଙ୍କ ଶକ୍ତିରେ ସେ ତୁମର ସମସ୍ତ ସତ୍ କାମନା ପୂରଣ କରି ତୁମ୍ଭମାନଙ୍କର ବିଶ୍ୱାସକୁ ପରିପକ୍ୱ କରନ୍ତୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; Ver Capítuloପବିତ୍ର ବାଇବଲ11 ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ। Ver Capítulo |