୨ ଥେସଲନୀକୀୟ 3:14 - ଓଡିଆ ବାଇବେଲ14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ; Ver Capítuloପବିତ୍ର ବାଇବଲ (Re-edited) - (BSI)14 ଆଉ ଯେବେ କେହି ଏହି ପତ୍ରରେ ଲିଖିତ ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ଵନ୍ଧ ରଖ ନାହିଁ; Ver Capítuloପବିତ୍ର ବାଇବଲ (CL) NT (BSI)14 ଏହି ପତ୍ରରେ ତୁମ୍ଭମାନଙ୍କୁ ଯେଉଁ ବାର୍ତ୍ତା ପଠାଉଛୁ, ହୁଏତ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହା ପାଳନ କରିବାକୁ ଅନିଚ୍ଛୁକ ହେବ। ସେହିପରି ବ୍ୟକ୍ତିକୁ ଚିହ୍ନି ରଖ ଓ ତାହା ସହିତ ତୁମର ସମ୍ପର୍କ ତୁଟାଇ ଦିଅ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ; Ver Capítuloପବିତ୍ର ବାଇବଲ14 ଆମ୍ଭେ ଏହି ପତ୍ରରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା'ହେଲେ ସେହି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହେବ। Ver Capítulo |