ପ୍ରେରିତ 28:7 - ଓଡିଆ ବାଇବେଲ7 ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)7 ସେହି ସ୍ଥାନର ନିକଟରେ ପୁବ୍ଳିୟ ନାମକ ସେହି ଦ୍ଵୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ। Ver Capítuloପବିତ୍ର ବାଇବଲ (CL) NT (BSI)7 ସେଠାରୁ ଅଳ୍ପ ଦୂରରେ ଦ୍ୱୀପର ପ୍ରଧାନ ରାଜକର୍ମଚାରୀ ପବ୍ଳିୟସ୍ଙ୍କ କ୍ଷେତ ଥିଲା। ସେ ଆମକୁ ସ୍ୱାଗତ କଲେ ଓ ଆମେ ତିନି ଦିନ ପର୍ଯ୍ୟନ୍ତ ତାଙ୍କର ଆତିଥ୍ୟ ଗ୍ରହଣ କଲୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ। Ver Capítuloପବିତ୍ର ବାଇବଲ7 ସେହି ଅଞ୍ଚଳ ନିକଟରେ ଦ୍ୱୀପର ଜଣେ ମୁଖ୍ୟ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଳିୟ। ସେ ତାହାଙ୍କ ଘରକୁ ନେଇ ଆମ୍ଭକୁ ତିନି ଦିନ ପର୍ଯ୍ୟନ୍ତ ରଖି ଅତିଥି ସତ୍କାର କଲେ। Ver Capítulo |