କଲସୀୟ 2:21 - ଓଡିଆ ବାଇବେଲ21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ "ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ ? Ver Capítuloପବିତ୍ର ବାଇବଲ (Re-edited) - (BSI)21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ ‘ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁʼ, ସାଂସାରିକ ଲୋକ ପରି ଏହିପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ? Ver Capítuloପବିତ୍ର ବାଇବଲ (CL) NT (BSI)21 “ଏହା ଧର ନାହିଁ”, “ତାହା ଖାଅ ନାହିଁ”, “ତାହା ଛୁଅଁ ନାହିଁ?” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?” Ver Capítuloପବିତ୍ର ବାଇବଲ21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।” Ver Capítulo |