କଲସୀୟ 4:13 - ଓଡିଆ ବାଇବେଲ13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି । Ver Capítuloପବିତ୍ର ବାଇବଲ (Re-edited) - (BSI)13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ଵୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। Ver Capítuloପବିତ୍ର ବାଇବଲ (CL) NT (BSI)13 ତୁମ ପାଇଁ, ଲାଉଦିସିଆ ଓ ହିଏରାପଲିର ଲୋକମାନଙ୍କ ପାଇଁ ସେ କରିଥିବା କଠିନ ପରିଶ୍ରମ ସମ୍ପର୍କରେ ମୁଁ ନିଜେ ସାକ୍ଷ୍ୟ ଦେଉଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। Ver Capítuloପବିତ୍ର ବାଇବଲ13 ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ। Ver Capítulo |