କଲସୀୟ 4:16 - ଓଡିଆ ବାଇବେଲ16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥି ନିମନ୍ତେ ଯତ୍ନ କର । Ver Capítuloପବିତ୍ର ବାଇବଲ (Re-edited) - (BSI)16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ତଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯନି କର। Ver Capítuloପବିତ୍ର ବାଇବଲ (CL) NT (BSI)16 ତୁମେ ଏହି ପତ୍ର ପଢ଼ି ସାରିବା ପରେ ଲାଉଦିସିଆ ମଣ୍ଡଳୀରେ ମଧ୍ୟ ଯେପରି ଏହା ପାଠ କରାଯାଏ, ତାହାର ବ୍ୟବସ୍ଥା କର। ଲାଉଦିସିଆ ମଣ୍ଡଳୀର ଭାଇମାନେ ତୁମ ପାଖକୁ ଯେଉଁ ପତ୍ର ପଠାଇବେ, ତାହା ମଧ୍ୟ ପାଠ କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର। Ver Capítuloପବିତ୍ର ବାଇବଲ16 ଏହି ପତ୍ରଟି ତୁମ୍ଭ ପାଖରେ ପଢ଼ା ଯାଇ ସାରିଲା ପରେ, ଲାଅଦିକୀଆର ମଣ୍ଡଳୀକୁ ଏହି ପତ୍ରଟି ପଢ଼ିବାକୁ ଦିଅ। ଲାଅଦିକୀଆକୁ ଯେଉଁ ପତ୍ର ମୁଁ ଲେଖୁଛି, ତାକୁ ମଧ୍ୟ ତୁମ୍ଭେମାନେ ପଢ଼। Ver Capítulo |