ଦ୍ଵିତୀୟ ବିବରଣ 1:5 - ଓଡିଆ ବାଇବେଲ5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ। Ver Capítuloପବିତ୍ର ବାଇବଲ5 ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀର ପୂର୍ବପାରିରେ ଥିଲେ, ଯାହାକି ମୋୟାବ ଦେଶରେ ଥିଲା ଏବଂ ମୋଶା ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ। Ver Capítulo |