ଉପଦେଶକ 10:20 - ଓଡିଆ ବାଇବେଲ20 ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ। Ver Capítuloପବିତ୍ର ବାଇବଲ (Re-edited) - (BSI)20 ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ। Ver Capítuloପବିତ୍ର ବାଇବଲ20 ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ୟ ଦିଅ ନାହିଁ। ଆଉ ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ। କାରଣ ଏକ ଛୋଟ ପକ୍ଷୀ ସେହି ବାର୍ତ୍ତା ନେଇଯିବ ଓ ସେ କଥା ଉତ୍ତର ଦେବ। Ver Capítulo |