ଉପଦେଶକ 12:11 - ଓଡିଆ ବାଇବେଲ11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। Ver Capítuloପବିତ୍ର ବାଇବଲ11 ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ୟ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମେଷପାଳକମାନଙ୍କର ପାଞ୍ଚଣ ବାଡ଼ିରେ ଥିବା କଣ୍ଟା ତୁଲ୍ୟ। Ver Capítulo |