ଉପଦେଶକ 9:16 - ଓଡିଆ ବାଇବେଲ16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।” Ver Capítuloପବିତ୍ର ବାଇବଲ16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କହେ କେହି ଶୁଣନ୍ତି ନାହିଁ। Ver Capítulo |