ଏଫିସୀୟ 2:5 - ଓଡିଆ ବାଇବେଲ5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, Ver Capítuloପବିତ୍ର ବାଇବଲ (Re-edited) - (BSI)5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ- Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ, Ver Capítuloପବିତ୍ର ବାଇବଲ5 ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ। Ver Capítulo |