ଏଫିସୀୟ 2:8 - ଓଡିଆ ବାଇବେଲ8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ, Ver Capítuloପବିତ୍ର ବାଇବଲ (Re-edited) - (BSI)8 କାରଣ ଅନୁଗ୍ରହରେ ବିଶ୍ଵାସ ଦ୍ଵାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ଵରଙ୍କ ଦାନ, Ver Capítuloପବିତ୍ର ବାଇବଲ (CL) NT (BSI)8-9 କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, Ver Capítuloପବିତ୍ର ବାଇବଲ8 ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ। Ver Capítulo |