ଏଫିସୀୟ 5:4 - ଓଡିଆ ବାଇବେଲ4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ । Ver Capítuloପବିତ୍ର ବାଇବଲ (Re-edited) - (BSI)4 ପୁଣି ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ନ ହେଉ, ବରଂ ଧନ୍ୟବାଦ ଦିଆଯାଉ। Ver Capítuloପବିତ୍ର ବାଇବଲ (CL) NT (BSI)4 ତୁମ୍ଭମାନଙ୍କ ପକ୍ଷରେ ଅଶ୍ଲୀଳ ଭାଷା, କୁତ୍ସିତ ଗଳ୍ପ ବା ଅସାର କଥା ବ୍ୟବହାର କରିବା ମଧ୍ୟ ଉଚିତ୍ ନୁହେଁ। ବରଂ ତୁମ କଥାବାର୍ତ୍ତାରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଅ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ। Ver Capítuloପବିତ୍ର ବାଇବଲ4 ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍। Ver Capítulo |