ଯିଶାଇୟ 1:3 - ଓଡିଆ ବାଇବେଲ3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ତକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।” Ver Capítuloପବିତ୍ର ବାଇବଲ3 ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ, ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ। ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।” Ver Capítulo |