ଯିରିମୀୟ 15:3 - ଓଡିଆ ବାଇବେଲ3 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା। Ver Capítuloପବିତ୍ର ବାଇବଲ (Re-edited) - (BSI)3 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ଼୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକି ସେମାନଙ୍କ ଉପରେ ନିଯୁକ୍ତ କରିବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା। Ver Capítuloପବିତ୍ର ବାଇବଲ3 ସଦାପ୍ରଭୁ କହନ୍ତି, ‘ଆମ୍ଭେ ଗ୍ଭରି ପ୍ରକାରରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା। ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ ତୁମ୍ଭମାନଙ୍କ ଉପରେ ନିଯୁକ୍ତ କରିବା। Ver Capítulo |