ଯିରିମୀୟ 18:6 - ଓଡିଆ ବାଇବେଲ6 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ। Ver Capítuloପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ-ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ। Ver Capítuloପବିତ୍ର ବାଇବଲ6 “ହେ ଇସ୍ରାଏଲର ଗୃହ, ତୁମ୍ଭେ ଜାଣ ଆମ୍ଭେ ତୁମ୍ଭ ସହିତ ଜଣେ କୁମ୍ଭକାର ପରି କାର୍ଯ୍ୟ କଲେ। ତୁମ୍ଭେମାନେ ମୋ’ ହସ୍ତରେ କୁମ୍ଭକାରର ମୃତ୍ତିକା ସଦୃଶ ଅଟ। Ver Capítulo |