ଯିରିମୀୟ 3:13 - ଓଡିଆ ବାଇବେଲ13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।” Ver Capítuloପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ଵୀକାର କର । Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର। Ver Capítuloପବିତ୍ର ବାଇବଲ13 ସଦାପ୍ରଭୁ କହନ୍ତି, “ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭେ ଭୁଲ୍ କରିଛ, ତୁମ୍ଭେ ବିଦେଶୀମାନଙ୍କ ପାଖକୁ ଯାଇ ଏବଂ ସେମାନଙ୍କ ସହିତ ପ୍ରତ୍ୟେକ ହରିତ୍ ବୃକ୍ଷତଳେ ବେଶ୍ୟାବୃତ୍ତି କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ।” ତୁମ୍ଭେ ମୋର କଥା ମାନିଲ ନାହିଁ। Ver Capítulo |