ଯିରିମୀୟ 36:8 - ଓଡିଆ ବାଇବେଲ8 ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା। Ver Capítuloପବିତ୍ର ବାଇବଲ (Re-edited) - (BSI)8 ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା। Ver Capítuloପବିତ୍ର ବାଇବଲ8 ତେଣୁ ନେରିୟର ପୁତ୍ର ବାରୂକ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କର କହିବାନୁସାରେ ସମସ୍ତ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ପାଠ କଲେ। Ver Capítulo |