ଯିରିମୀୟ 37:21 - ଓଡିଆ ବାଇବେଲ21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ-ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନୋହିବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Ver Capítuloପବିତ୍ର ବାଇବଲ21 ତେଣୁ ସିଦିକିୟ ରାଜାଙ୍କ ଆଜ୍ଞାନୁସାରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ। ପୁଣି ନଗରରେ ସବୁ ରୋଟୀ ଶେଷ ନ ହେବା ପର୍ଯ୍ୟନ୍ତ ରୋଟୀବାଲାଙ୍କ ପଲ୍ଲୀରୁ ଗୋଟିଏ ଲେଖାଏଁ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହି ପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Ver Capítulo |