ଯିରିମୀୟ 40:14 - ଓଡିଆ ବାଇବେଲ14 ଆଉ ତାହାକୁ କହିଲେ, “ଅମ୍ମୋନ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି ?” ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଆଉ ତାହାକୁ କହିଲେ, ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି? ମାତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ଵାସ କଲା ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ। Ver Capítuloପବିତ୍ର ବାଇବଲ14 ଯୋହାନନ୍ ଓ ସେହି ଅଧିପତିଗଣ ଗଦଲିୟକୁ କହିଲେ, “ଅମ୍ମୋନ୍ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନିୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି ଆପଣ ଜାଣନ୍ତି କି?” ମାତ୍ର ଅହୀକାମର ପୁତ୍ର ଗଦଲିୟ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ। Ver Capítulo |