ଯିରିମୀୟ 45:5 - ଓଡିଆ ବାଇବେଲ5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’” Ver Capítuloପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।” Ver Capítuloପବିତ୍ର ବାଇବଲ5 ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ ବିଷୟ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ ଆମ୍ଭେ ସେସବୁ ସ୍ଥାନରେ ତୁମ୍ଭର ପ୍ରାଣ ରକ୍ଷା କରିବା।”’ Ver Capítulo |