ଯିରିମୀୟ 46:18 - ଓଡିଆ ବାଇବେଲ18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ। Ver Capítuloପବିତ୍ର ବାଇବଲ (Re-edited) - (BSI)18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ। Ver Capítuloପବିତ୍ର ବାଇବଲ18 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ଯିଏ କି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ। Ver Capítulo |