ଯିରିମୀୟ 47:2 - ଓଡିଆ ବାଇବେଲ2 “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’” Ver Capítuloପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ। Ver Capítuloପବିତ୍ର ବାଇବଲ2 ସଦାପ୍ରଭୁ କହନ୍ତି, “ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ୟ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଳାବନକାରୀ ବନ୍ୟା ସଦୃଶ ସମଗ୍ର ଦେଶ, ତନ୍ମଧ୍ୟସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାଯ୍ୟ ପାଇଁ ହାହାକାର କରିବେ। Ver Capítulo |