La Biblia Online

- Anuncios -




ଯିରିମୀୟ 5:24 - ଓଡିଆ ବାଇବେଲ

24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

24 ଅଥବା ଯେ ଯଥାସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣା-ମାନଙ୍କର ପରମେଶ୍ଵରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।

Ver Capítulo Copiar

ପବିତ୍ର ବାଇବଲ

24 ସେମାନେ କେବେ କହିବେ ନାହିଁ ଯେ, ‘ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ୟ ଓ ଶେଷ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ୟ ଚ୍ଛେଦନ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।’

Ver Capítulo Copiar




ଯିରିମୀୟ 5:24

Síguenos en:

Anuncios


Anuncios