ଯିରିମୀୟ 51:26 - ଓଡିଆ ବାଇବେଲ26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।’ Ver Capítuloପବିତ୍ର ବାଇବଲ (Re-edited) - (BSI)26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ଵଂସସ୍ଥାନ ହୋଇ ରହିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ। Ver Capítuloପବିତ୍ର ବାଇବଲ26 ଲୋକମାନେ କୋଣ ପଥର କିଅବା ମୂଳଦୁଆ ସ୍ଥାପନ ପାଇଁ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇରହିବ।” Ver Capítulo |