ଯିରିମୀୟ 6:14 - ଓଡିଆ ବାଇବେଲ14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। Ver Capítuloପବିତ୍ର ବାଇବଲ14 ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହୋଇ ଅଛନ୍ତି, ସେମାନେ ଏହା କହି ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ଏଠାରେ ‘ଶାନ୍ତି’ ଅଛି, ଯେତେବେଳେ ସେଠାରେ ଆଦୌ ଶାନ୍ତି ନାହିଁ। Ver Capítulo |