ଯିରିମୀୟ 6:26 - ଓଡିଆ ବାଇବେଲ26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର ; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ। Ver Capítuloପବିତ୍ର ବାଇବଲ26 ହେ ମୋର ଲୋକମାନେ, ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କର, ଭସ୍ମରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ୟୁରେ ଶୋକ କଲାପରି ଶୋକ କର। ଅତିଶୟ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ୍ ଆକ୍ରମଣ କରିବ। Ver Capítulo |