ଯିରିମୀୟ 7:13 - ଓଡିଆ ବାଇବେଲ13 ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; Ver Capítuloପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; Ver Capítuloପବିତ୍ର ବାଇବଲ13 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ। Ver Capítulo |