ଯିରିମୀୟ 7:31 - ଓଡିଆ ବାଇବେଲ31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’ Ver Capítuloପବିତ୍ର ବାଇବଲ (Re-edited) - (BSI)31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Ver Capítuloପବିତ୍ର ବାଇବଲ31 ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।” Ver Capítulo |