ଯୂନସ 1:14 - ଓଡିଆ ବାଇବେଲ14 ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।” Ver Capítuloପବିତ୍ର ବାଇବଲ (Re-edited) - (BSI)14 ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।” Ver Capítuloପବିତ୍ର ବାଇବଲ14 ତେଣୁ ସେହି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ପ୍ରଭୁ, ଆମ୍ଭେମାନେ ଯୂନସକୁ ସମୁଦ୍ର ମଧ୍ୟକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ଯ୍ୟ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ୟକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ୟକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଅ ନାହିଁ। ଆମ୍ଭେମାନେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦୟ ହୁଅ।” Ver Capítulo |