ଯୂନସ 4:5 - ଓଡିଆ ବାଇବେଲ5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ। Ver Capítuloପବିତ୍ର ବାଇବଲ5 ତଥାପି ଯୂନସ ଏ ବିଷୟରେ କ୍ରୋଧାନ୍ୱିତ ଥିଲେ। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲେ। ନଗର ନିକଟରେ ଥିବା ପୂର୍ବ ଦିଗରେ ଏକ ସ୍ଥାନକୁ ସେ ଗଲେ। ସେ ସେଠାରେ ଏକ କୁଟୀର ନିର୍ମାଣ କରି ତାରି ଛାୟାରେ ବସି ରହିଲେ। ନଗରରେ କ’ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲେ। Ver Capítulo |