La Biblia Online

- Anuncios -




ବିଳାପ 2:19 - ଓଡିଆ ବାଇବେଲ

19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ଵର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ତରେ କ୍ଷୁଧାରେ କ୍ଳା; ହେଉଅଛନ୍ତି।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।

Ver Capítulo Copiar

ପବିତ୍ର ବାଇବଲ

19 ଉଠ, ରାତ୍ରିର ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳପରି ଢାଳି ଦିଅ; ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ ତାଙ୍କ ସମ୍ମୁଖରେ ହାତଯୋଡ଼ି ପ୍ରାର୍ଥନା କର। କାରଣ ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ କ୍ଷୁଧାରେ ଛଟପଟ ହେଉଛନ୍ତି।

Ver Capítulo Copiar




ବିଳାପ 2:19

Síguenos en:

Anuncios


Anuncios