ବିଳାପ 2:22 - ଓଡିଆ ବାଇବେଲ22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ଵାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ, କି ଅବଶିଷ୍ଟ ରହିଲେ ନାହିଁ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କଲି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି। Ver Capítuloପବିତ୍ର ବାଇବଲ22 ତୁମ୍ଭେ ମୋର ଚତୁର୍ଦ୍ଦିଗରୁ ଭୟକୁ ଆହ୍ୱାନ କରୁଅଛି, ସତେ ଯେପରି ସେମାନଙ୍କୁ କୌଣସି ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ କି କେହି ଅବଶିଷ୍ଟ ରହିଲେ ନାହିଁ। ଯେଉଁମାନଙ୍କୁ ମୁଁ ଲାଳନପାଳନ କରି ବଢ଼ାଇଥିଲି ଶତ୍ରୁ ସେମାନଙ୍କୁ ସଂହାର କରିଅଛି। Ver Capítulo |