ବିଳାପ 4:1 - ଓଡିଆ ବାଇବେଲ1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟ; ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛିଣ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ତର ମୁଣ୍ତରେ ନିକ୍ଷିପ୍ତ ହୋଇଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି। Ver Capítuloପବିତ୍ର ବାଇବଲ1 ଦେଖ, ସୁବର୍ଣ୍ଣ କିପରି ମଳିନ ହୋଇଅଛି। ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତାରେ ବିକ୍ଷିପ୍ତ ହୋଇ ପଡ଼ିଅଛି। Ver Capítulo |