ବିଳାପ 4:20 - ଓଡିଆ ବାଇବେଲ20 ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା। Ver Capítuloପବିତ୍ର ବାଇବଲ (Re-edited) - (BSI)20 ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ଵାସସ୍ଵରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା। Ver Capítuloପବିତ୍ର ବାଇବଲ20 ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ୟ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ୱାସସ୍ୱରୂପ ଥିଲେ। ଆମ୍ଭେମାନେ କହୁଥିଲୁ, “ତାଙ୍କର ଛାୟାତଳେ ଆମ୍ଭେମାନେ ବଞ୍ଚିବା ଓ ସେ ଗୋଷ୍ଠୀୟମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ।” ମାତ୍ର ସଦାପ୍ରଭୁଙ୍କ ସେହି ଅଭିଷିକ୍ତ ଲୋକ ସେମାନଙ୍କ ଦ୍ୱାରା ଗର୍ତ୍ତରେ ଧରାଗଲେ। Ver Capítulo |