ଲେବୀୟ ପୁସ୍ତକ 13:53 - ଓଡିଆ ବାଇବେଲ53 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ; Ver Capítuloପବିତ୍ର ବାଇବଲ (Re-edited) - (BSI)53 ମାତ୍ର ଯାଜକ ତାହା ଦେଖନ୍ତେ, ଯେବେ ଦେଖ, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ; Ver Capítuloପବିତ୍ର ବାଇବଲ53 “ଯାଜକ ଦେଖିବ ଯଦି ସେହି ଦାଗ ବଢ଼ି ନାହିଁ, ତେବେ ତାହା ସୂତାର ବସ୍ତ୍ର ହେଉ କି କୌଣସି ଚମଡ଼ାର ଜିନିଷ ହେଉ ତାହା ପାଣିରେ ଧୌତ କରାଯିବା ଉଚିତ୍। ପୁଣି ତାହା ତନ୍ତବୁଣା ହେଉ କିମ୍ବା ହାତ ବୁଣା ହେଉ ତାହା ଧୁଆଯିବା ଉଚିତ୍। Ver Capítulo |