ଲେବୀୟ ପୁସ୍ତକ 14:18 - ଓଡିଆ ବାଇବେଲ18 ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)18 ଏଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ। Ver Capítuloପବିତ୍ର ବାଇବଲ18 ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହାପାଇଁ ପ୍ରାୟଶ୍ଚିତ କରିବ। Ver Capítulo |