ଲେବୀୟ ପୁସ୍ତକ 15:33 - ଓଡିଆ ବାଇବେଲ33 ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।” Ver Capítuloପବିତ୍ର ବାଇବଲ (Re-edited) - (BSI)33 ପୁଣି ରଜସ୍ଵଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୌଚ କାଳେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା। Ver Capítuloପବିତ୍ର ବାଇବଲ33 ପୁଣି ଏହିସବୁ ବିଧି ରଜସ୍ୱାଳା ନାରୀ, ବିର୍ଯ୍ୟ କ୍ଷରଣକାରୀ ପୁରୁଷ ଓ ସ୍ତ୍ରୀ ଏବଂ ରଜସ୍ୱଳା ନାରୀ ସହିତ ଶୟନ କରୁଥିବା ଲୋକମାନଙ୍କ ପାଇଁ ଲାଗୁ ହେବ। Ver Capítulo |