La Biblia Online

- Anuncios -




ଲେବୀୟ ପୁସ୍ତକ 17:14 - ଓଡିଆ ବାଇବେଲ

14 କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

14 କାରଣ ସବୁ ପ୍ରାଣୀର ପ୍ରାଣ ସମ୍ଵନ୍ଧରେ ରକ୍ତ ହିଁ ପ୍ରାଣ ସ୍ଵରୂପ; ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।

Ver Capítulo Copiar

ପବିତ୍ର ବାଇବଲ

14 କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତରେ ହିଁ ଥାଏ। ଏଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭେମାନେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତା'ର ପ୍ରାଣ। ଯେକେହି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।

Ver Capítulo Copiar




ଲେବୀୟ ପୁସ୍ତକ 17:14

Síguenos en:

Anuncios


Anuncios