ଲେବୀୟ ପୁସ୍ତକ 18:15 - ଓଡିଆ ବାଇବେଲ15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Ver Capítuloପବିତ୍ର ବାଇବଲ15 “ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ଯୌନ ସମ୍ପର୍କ ରଖିବ ନାହିଁ। Ver Capítulo |