ଲେବୀୟ ପୁସ୍ତକ 18:28 - ଓଡିଆ ବାଇବେଲ28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେପରି ତୁମ୍ଭମାନଙ୍କୁ ହିଁ ଉଦ୍ଗାର କରିବ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ। Ver Capítuloପବିତ୍ର ବାଇବଲ28 ତୁମ୍ଭେମାନେ ଯଦି ସେହି ଘୃଣାଯୋଗ୍ୟ କର୍ମ କର, ତେବେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେହିପରି ସେ ତୁମ୍ଭମାନଙ୍କୁ ବି ଉଦ୍ଗାର କରିବ। Ver Capítulo |