ଲେବୀୟ ପୁସ୍ତକ 22:22 - ଓଡିଆ ବାଇବେଲ22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)22 ଅନ୍ଧ କି ଭଗ୍ନ କି ଛୋଟା କି ଆବୁଆ କି ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ। Ver Capítuloପବିତ୍ର ବାଇବଲ22 ଅନ୍ଧ, ଖଞ୍ଜ, ଛୋଟା, ଆବୁଆ, ଜାଦୁଆ, କି ରୁଗ୍ଣ ଏପରି ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ ନାହିଁ କିମ୍ବା ସେମାନଙ୍କୁ ସଦାପ୍ରଭୁଙ୍କୁ ନୈବେଦ୍ୟ ରୂପେ ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ ନାହିଁ। Ver Capítulo |