ଲେବୀୟ ପୁସ୍ତକ 22:25 - ଓଡିଆ ବାଇବେଲ25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ଵରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କ-ଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’” Ver Capítuloପବିତ୍ର ବାଇବଲ25 “ବିଦେଶରୁ ଆସିଥିବା କୌଣସି ପଶୁକୁ ପରମେଶ୍ୱରଙ୍କ ନିକଟରେ ବଳିଦାନ କରିବ ନାହିଁ, କାରଣ ସେଗୁଡ଼ିକ ଆଘାତପ୍ରାପ୍ତ ହୋଇଥାଇ ପାରନ୍ତି କିମ୍ବା ସେମାନଙ୍କଠାରେ ଖୁଣ ଥାଇପାରେ। ତେଣୁ ସେଗୁଡ଼ିକ ଗ୍ରାହ୍ୟ ହେବ ନାହିଁ।” Ver Capítulo |