La Biblia Online

- Anuncios -




ଲେବୀୟ ପୁସ୍ତକ 22:30 - ଓଡିଆ ବାଇବେଲ

30 ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

30 ସେହିଦିନରେ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

Ver Capítulo Copiar

ପବିତ୍ର ବାଇବଲ

30 ତୁମ୍ଭେମାନେ ସେହି ଦିନ ସମସ୍ତ ମାଂସ ଭକ୍ଷ୍ୟଣ କରିବ, ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।

Ver Capítulo Copiar




ଲେବୀୟ ପୁସ୍ତକ 22:30

Síguenos en:

Anuncios


Anuncios